Daniel 4:26 — Compare Translations
5 translations compared side by side
Odia - 1840
"ଆଉ ବୃକ୍ଷର ମୂଳ, ଗଣ୍ତି ଛାଡିବାକୁ ଆଜ୍ଞା ଦିଆୟିବାର ଅର୍ଥ ଏହି ଯେ, ତୁମ୍ଭେ ପୁଣି ତୁମ୍ଭର ରାଜ୍ଯ ଫରେି ପାଇବ, କିନ୍ତୁ ତୁମ୍ଭେ ନିଶ୍ଚିତ ଅନୁଭବ କରିବା ଉଚିତ୍ ଯେ, ସର୍ବୋପରିସ୍ଥ ପରମେଶ୍ବର ରାଜ୍ଯ ରେ ଶାସନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ବୃକ୍ଷର ମୂଳ-ଗଣ୍ତି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ଵର୍ଗ ହିଁ କର୍ତ୍ତୃତ୍ଵ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ବୃକ୍ଷର ମୂଳ, ଗଣ୍ତି ଛାଡ଼ିବାକୁ ଆଜ୍ଞା ଦିଆଯିବାର ଅର୍ଥ ଏହି ଯେ, ତୁମ୍ଭେ ପୁଣି ତୁମ୍ଭର ରାଜ୍ୟ ଫେରି ପାଇବ, କିନ୍ତୁ ତୁମ୍ଭେ ନିଶ୍ଚିତ ଅନୁଭବ କରିବା ଉଚିତ୍ ଯେ, ସର୍ବୋପରିସ୍ଥ ପରମେଶ୍ୱର ରାଜ୍ୟରେ ଶାସନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ବୃକ୍ଷର ମୂଳ-ଗଣ୍ଡି ଛାଡ଼ିବା ପାଇଁ ଆଜ୍ଞା ଦିଆ ଯିବାର ଅର୍ଥ ଏହି; ସ୍ୱର୍ଗ ହିଁ କର୍ତ୍ତୃତ୍ୱ କରଇ, ଏହା ଆପଣ ଜାଣିଲା ଉତ୍ତାରେ ଆପଣଙ୍କ ରାଜ୍ୟ ଆପଣଙ୍କ ପ୍ରତି ନିଶ୍ଚିତ ହେବ।