Daniel 4:27 — Compare Translations
5 translations compared side by side
Odia - 1840
"ତେଣୁ ହେ ମହାରାଜ, ଆପଣ ମାରେ ଉପଦେଶ ଗ୍ରହଣ କରନ୍ତୁ। ଆପଣ ଧାର୍ମିକତା ବଳ ରେ ପାପରାଶି ଦୂର କରନ୍ତୁ ଓ ଦରିଦ୍ରମାନଙ୍କୁ ଦୟା ଦଖାଇେ ଆପଣା ଅଧର୍ମ ସକଳ ଦୂର କରନ୍ତୁ। ତାହା ହେଲେ ଆପଣଙ୍କର ଆପଣଙ୍କର ସଫଳତା ଓ ଶାନ୍ତିର କାଳ ବୃଦ୍ଧି ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ଵାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ଵାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ମହାରାଜ, ଆପଣ ମୋର ଉପଦେଶ ଗ୍ରହଣ କରନ୍ତୁ। ଆପଣ ଧାର୍ମିକତା ବଳରେ ପାପରାଶି ଦୂର କରନ୍ତୁ ଓ ଦରିଦ୍ରମାନଙ୍କୁ ଦୟା ଦେଖାଇ ଆପଣା ଅଧର୍ମ ସକଳ ଦୂର କରନ୍ତୁ। ତାହାହେଲେ ଆପଣଙ୍କର ସଫଳତା ଓ ଶାନ୍ତିର କାଳ ବୃଦ୍ଧି ପାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।