Daniel 4:29 — Compare Translations

5 translations compared side by side

Odia - 1840
"ସ୍ବପ୍ନର ବର୍ଷକ ପ ରେ ରାଜା ନବୂଖଦ୍ନିତ୍ସର ବାବିଲର ନିଜ ପ୍ରାସାଦ ଉପ ରେ ବୁଲୁଥିଲା ବେଳେ, ରାଜା କହିଲା, ଏହି ବାବିଲକୁ ଦେଖ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାର ମାସର ଶେଷରେ ସେ ବାବିଲର ରାଜ-ପ୍ରାସାଦରେ ବୁଲୁଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱପ୍ନର ବର୍ଷକ ପରେ ରାଜା ନବୂଖ‌ଦ୍‌ନିତ୍ସର ବାବିଲର ନିଜ ପ୍ରାସାଦ ଉପରେ ବୁଲୁଥିବା ବେଳେ, ରାଜା କହିଲା, “ଏହି ବାବିଲକୁ ଦେଖ! ମୁଁ ମୋର ପ୍ରତାପରେ ଏହି ମହାନ ନଗର ନିର୍ମାଣ କରିଛି ଓ ମୋର ବଳର ପ୍ରଭାବରେ ରାଜଧାନୀ ପ୍ରାସାଦ ନିର୍ମାଣ କରିଛି। ମୁଁ କେଡ଼େ ମହାନ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାର ମାସର ଶେଷରେ ସେ ବାବିଲର ରାଜପ୍ରାସାଦରେ ବୁଲୁଥିଲା।
Odia IRV 2017 (ଓଡିଆ ବାଇବେଲ)
ବାର ମାସର ଶେଷରେ ସେ ବାବିଲର ରାଜ- ପ୍ରାସାଦରେ ବୁଲୁଥିଲା।