Daniel 4:3 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଚମତ୍କାରସବୁ ଶକ୍ତିଶାଳୀ, ଅଦ୍ଭୂତ ଅଟେ। ସେ ଅନନ୍ତକାଳ ପାଇଁ ଶାସନ କରିବେ ଓ ତାଙ୍କର ରାଜ୍ଯ କବେେ ସମାପ୍ତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କର ଚିହ୍ନସକଳ କିପରି ମହତ! ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ଵ ପୁରୁଷାନୁକ୍ରମେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଚମତ୍କାରସବୁ ଶକ୍ତିଶାଳୀ, ଅ‌‌ଦ୍‌‌ଭୂତ ଅଟେ। ସେ ଅନନ୍ତକାଳ ପାଇଁ ଶାସନ କରିବେ ଓ ତାଙ୍କର ରାଜ୍ୟ କେବେ ସମାପ୍ତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କର ଚିହ୍ନସକଳ କିପରି ମହତ ଓ ତାହାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ କିପରି ପ୍ରଭାବିଶିଷ୍ଟ! ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ତାହାଙ୍କର କର୍ତ୍ତୃତ୍ୱ ପୁରୁଷାନୁକ୍ରମେ ଥାଏ।