Daniel 4:30 — Compare Translations
4 translations compared side by side
Odia - 1840
"ମୁଁ ମାରେପ୍ରତାପ ରେ ଏହି ମହାନ୍ ନଗର ନିର୍ମାଣ କରିଛି ଓ ମାରେ ବଳର ପ୍ରଭାବରେ ରାଜଧାନୀ ପ୍ରାସାଦ ନିର୍ମାଣ କରିଛି। ମୁଁ କଡେେ ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”
Odia IRV 2017 (ଓଡିଆ ବାଇବେଲ)
ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?