Daniel 4:31 — Compare Translations

5 translations compared side by side

Odia - 1840
"ରାଜାଙ୍କ ମୁଖରୁ କଥା ଶଷେ ନ ହେଉଣୁ, ଏହି ସ୍ବର୍ଗୀଯବାଣୀ ହେଲା, ହେ ରାଜା ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି ଯେ ତୁମ୍ଭଠାରୁ ରାଜ୍ଯ କାଢି ନିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ଵର୍ଗୀୟ ବାଣୀ ହେଲା, ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କ ମୁଖରୁ କଥା ଶେଷ ନ ହେଉଣୁ, ଏହି ସ୍ୱର୍ଗୀୟବାଣୀ ହେଲା, “ହେ ରାଜା ନବୂଖ‌ଦ୍‌ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି ଯେ ତୁମ୍ଭଠାରୁ ରାଜ୍ୟ କାଢ଼ି ନିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, “ହେ ରାଜନ୍‍ ନବୂଖଦ୍‍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା।
Odia IRV 2017 (ଓଡିଆ ବାଇବେଲ)
ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, ହେ ରାଜନ୍‍ ନବୂଖଦ୍‍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା।