Daniel 4:32 — Compare Translations

5 translations compared side by side

Odia - 1840
"ଏବଂ ତୁମ୍ଭେ ମନୁଷ୍ଯମାନଙ୍କ ମଧ୍ଯରୁ ବିତାଡିତ ହବେ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧିଅରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପ ରେ ସାତବର୍ଷ ଅତିକ୍ରମ କରିୟିବ। ଶଷେ ରେ ଯେ ସର୍ବୋପରିସ୍ଥ ପରମେଶ୍ବର ସମଗ୍ର ମନୁଷ୍ଯ ଉପ ରେ ପ୍ରଭୁତ୍ବ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ବିତାଡ଼ିତ ହେବ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧ୍ୟରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପରେ ସାତ ବର୍ଷ ଅତିକ୍ରମ କରିଯିବ। ଶେଷରେ ଯେ ସର୍ବୋପରିସ୍ଥ ପରମେଶ୍ୱର ସମଗ୍ର ମନୁଷ୍ୟ ଉପରେ ପ୍ରଭୁତ୍ୱ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।