Daniel 4:33 — Compare Translations
5 translations compared side by side
Odia - 1840
"ସହେି ସବୁ ଦଣ୍ତ ତତ୍କ୍ଷଣାତ୍ ନବୂଖଦ୍ନିତ୍ସରଙ୍କ ପ୍ରତି ଘଟିଲା। ସେ ମନୁଷ୍ଯମାନଙ୍କ ମଧ୍ଯରୁ ବିତାଡିତ ହାଇେ ଗୋରୁପରି ତୃଣ ଭକ୍ଷଣ କଲେ। ଆଉ ସେ ଆକାଶର କାକର ରେ ତିନ୍ତିଲେ। ଶଷେ ରେ ତାହାର କେଶ ଉକ୍ରୋଶପକ୍ଷୀର ପର ତୁଲ୍ଯ ଓ ତାହାର ନଖ ପକ୍ଷୀର ନଖ ତୁଲ୍ଯ ବଢିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦଣ୍ତରେ ନବୂଖଦ୍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହିସବୁ ଦଣ୍ତ ତତ୍କ୍ଷଣାତ୍ ନବୂଖଦ୍ନିତ୍ସରଙ୍କ ପ୍ରତି ଘଟିଲା। ସେ ମନୁଷ୍ୟମାନଙ୍କ ମଧ୍ୟରୁ ବିତାଡ଼ିତ ହୋଇ ଗୋରୁପରି ତୃଣ ଭକ୍ଷ୍ୟଣ କଲେ। ଆଉ ସେ ଆକାଶର କାକରରେ ତିନ୍ତିଲେ। ଶେଷରେ ତାହାର କେଶ ଉତ୍କ୍ରୋଶପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦଣ୍ଡରେ ନବୂଖଦ୍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା।
Odia IRV 2017 (ଓଡିଆ ବାଇବେଲ)