Daniel 4:34 — Compare Translations

5 translations compared side by side

Odia - 1840
"ଅନନ୍ତର ସହେି ସମୟର ଶଷେ ରେ ମୁଁ ନବୂଖଦ୍ନିତ୍ସର, ସ୍ବର୍ଗଆଡେ ଉର୍ଦ୍ଧ୍ବଦୃଷ୍ଟି କଲି। ସେତବେେଳେ ମାରେ ମନ ଠିକ୍ ବାଟକୁ ଆସିଗଲା। ତା'ପ ରେ ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କର ପ୍ରଶଂସା କଲି। ସହେି ଅନନ୍ତ ଜୀବିଙ୍କୁ ଧନ୍ଯବାଦ ଜଣାଇ ସମାଦର କଲି। କାରଣ ତାଙ୍କର କତ୍ତୃର୍ତ୍ବ ଅନନ୍ତକାଳୀନ ଓ ତାଙ୍କର ରାଜ୍ଯ ପୁରୁଷାନୁକ୍ରମେ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସେହି ସମୟର ଶେଷରେ ମୁଁ ନବୂଖ‌ଦ୍‌ନିତ୍ସର, ସ୍ୱର୍ଗଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି। ସେତେବେଳେ ମୋର ମନ ଠିକ୍ ବାଟକୁ ଆସିଗଲା। ତା’ପରେ ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କର ପ୍ରଶଂସା କଲି। ସେହି ଅନନ୍ତ ଜୀବିଙ୍କୁ ଧନ୍ୟବାଦ ଜଣାଇ ସମାଦର କଲି। କାରଣ ତାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଉର୍ଦ୍ଧ୍ବ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋ’ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।