Daniel 4:36 — Compare Translations

5 translations compared side by side

Odia - 1840
"ଆଉ ସହେି ସମୟରେ ପରମେଶ୍ବର ମାରେ ଉତ୍ତମ ବୁଦ୍ଧି ମାେତେ ଫରୋଇ ଦେଲେ। ମାେ ରାଜ୍ଯର ଗୌରବ ନିମନ୍ତେ ମାରେ ତଜେ ଓ ପ୍ରତାପ ମାେ ପାଖକୁ ଫରେି ଆସିଲା। ମାରେ ମନ୍ତ୍ରୀ ଓ ଅମାତ୍ଯମାନେ ପୁନର୍ବାର ମାରେ ପରାମର୍ଶ ଲୋଡିଲେ। ମୁଁ ପୁନର୍ବାର ରାଜା ହଲିେ ଓ ମାରେ ମହିମା ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକୁ ଫେରିଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକୁ ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ଵେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ସମୟରେ ପରମେଶ୍ୱର ମୋର ଉତ୍ତମ ବୁଦ୍ଧି ମୋତେ ଫେରାଇ ଦେଲେ। ମୋ’ ରାଜ୍ୟର ଗୌରବ ନିମନ୍ତେ ମୋର ତେଜ ଓ ପ୍ରତାପ ମୋ’ ପାଖକୁ ଫେରି ଆସିଲା। ମୋର ମନ୍ତ୍ରୀ ଓ ଅମାତ୍ୟମାନେ ପୁନର୍ବାର ମୋର ପରାମର୍ଶ ଲୋଡ଼ିଲେ। ମୁଁ ପୁନର୍ବାର ରାଜା ହେଲି ଓ ମୋର ମହିମା ପୂର୍ବାପେକ୍ଷା ଅଧିକ ବୃଦ୍ଧି ପାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ମୋʼ ବୁଦ୍ଧି ମୋʼ କତିକି ଫେରି ଆସିଲା ଓ ମୋʼ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋʼ କତିକି ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ମୋ’ ବୁଦ୍ଧି ମୋ’ କତିକୁ ଫେରି ଆସିଲା ଓ ମୋ’ ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋ’ କତିକୁ ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।