Daniel 4:37 — Compare Translations
5 translations compared side by side
Odia - 1840
"ଏଣୁ ମୁଁ ନବୂଖଦ୍ନିତ୍ସର ସହେି ସ୍ବର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିଯା ସତ୍ଯ ଓ ତାଙ୍କର ପଥ ସବୁ ନ୍ଯାର୍ୟ୍ଯ। ଆଉ ସେ ଗର୍ବୀମାନଙ୍କୁ ବିନଯୀ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ଵର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିୟା ସତ୍ୟ ଓ ତାଙ୍କର ପଥ ସବୁ ନ୍ୟାର୍ଯ୍ୟ। ଆଉ ସେ ଗର୍ବୀମାନଙ୍କୁ ନମ୍ର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Odia IRV 2017 (ଓଡିଆ ବାଇବେଲ)