Daniel 4:5 — Compare Translations

5 translations compared side by side

Odia - 1840
"ମୁଁ ଗୋଟିଏ ସ୍ବପ୍ନ ଦେଖିଲି ଓ ତାହା ମାେତେ ଭୟଭୀତ କଲା। ଆଉ ମୁଁ ଶୟ୍ଯା ଉପ ରେ ଥିଲା ବେଳେ ମାରେ ଚିନ୍ତା ଓ ମନର ଦର୍ଶନ ମାେତେ ଉଦ୍ବିଗ୍ନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଗୋଟିଏ ସ୍ଵପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍ବିଗ୍ନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗୋଟିଏ ସ୍ୱପ୍ନ ଦେଖିଲି ଓ ତାହା ମୋତେ ଭୟଭୀତ କଲା। ଆଉ ମୁଁ ଶଯ୍ୟା ଉପରେ ଥିବା ବେଳେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉ‌‌ଦ୍‌‌ବିଗ୍ନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଗୋଟିଏ ସ୍ୱପ୍ନ ଦେଖିଲି, ତାହା ମୋତେ ଭୀତ କରାଇଲା ଓ ଶଯ୍ୟା ଉପରେ ମୋର ଚିନ୍ତା ଓ ମନର ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।