Daniel 4:6 — Compare Translations
5 translations compared side by side
Odia - 1840
"ତେଣୁ ସ୍ବପ୍ନର ଅର୍ଥ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ବାନ ଲୋକଙ୍କୁ ମାେ ନିକଟକୁ ଆଣିବା ପାଇଁ ଆଜ୍ଞା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସ୍ଵପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ଵାନ୍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସ୍ୱପ୍ନର ଅର୍ଥ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ ଲୋକଙ୍କୁ ମୋ’ ନିକଟକୁ ଆଣିବା ପାଇଁ ଆଜ୍ଞା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍ ଲୋକଙ୍କୁ ମୋʼ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍ ଲୋକଙ୍କୁ ମୋ’ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;