Daniel 4:7 — Compare Translations

5 translations compared side by side

Odia - 1840
"ଯେତବେେଳେ ମନ୍ତ୍ରଜ୍ଞ ଗଣକ କଲଦୀଯ ଓ ଶୁଭାଶୁଭବାଦୀମାନେ ମାେ ନିକଟକୁ ଆସିଲେ, ମୁଁ ସମାନଙ୍କେୁ ସ୍ବପ୍ନ ବିଷଯ ରେ ଜଣାଇଲି, ମାତ୍ର ସମାନେେ ତାହାର ଅର୍ଥ ମାେତେ କହି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ଵପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମନ୍ତ୍ରଜ୍ଞଗଣକ କ‌‌ଲ୍‌‌‌‌ଦୀୟ ଓ ଶୁଭାଶୁଭବାଦୀମାନେ ମୋ’ ନିକଟକୁ ଆସିଲେ, ମୁଁ ସେମାନଙ୍କୁ ସ୍ୱପ୍ନ ବିଷୟରେ ଜଣାଇଲି, ମାତ୍ର ସେମାନେ ତାହାର ଅର୍ଥ ମୋତେ କହି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋʼ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋ’ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।