Daniel 4:8 — Compare Translations

5 translations compared side by side

Odia - 1840
"ଅବଶଷେ ରେ ମାେ ଦବେତାର ନାମାନୁସା ରେ ବେଲ୍ଟଶତ୍ସର ନାମ ବିଶିଷ୍ଟ ଦାନିୟେଲ ମାେ ନିକଟକୁ ଆସିଲେ, ତାହାଙ୍କ ଅନ୍ତର ରେ ପବିତ୍ର ପରମେଶ୍ବରଙ୍କ ଆତ୍ମା ଅଛନ୍ତି, ମୁଁ ତାଙ୍କୁ ସ୍ବପ୍ନ ବିଷଯ ରେ ଜଣାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ଵପ୍ନଟି ଜଣାଇ କହିଲି,
Odia Bible ERV 2004 (ପବିତ୍ର ବାଇବଲ)
ଅବଶେଷରେ ମୋ’ ଦେବତାର ନାମାନୁସାରେ ବେ‌‌ଲ୍‌‌‌‌ଟଶତ୍ସର ନାମ ବିଶିଷ୍ଟ ଦାନିୟେଲ ମୋ’ ନିକଟକୁ ଆସିଲେ, ତାହାଙ୍କ ଅନ୍ତରରେ ପବିତ୍ର ପରମେଶ୍ୱରଙ୍କ ଆତ୍ମା ଅଛନ୍ତି, ମୁଁ ତାଙ୍କୁ ସ୍ୱପ୍ନ ବିଷୟରେ ଜଣାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍‍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅବଶେଷରେ ମୋ’ ଦେବତାର ନାମାନୁସାରେ ବେଲ୍‍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋ’ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,