Daniel 4:9 — Compare Translations
5 translations compared side by side
Odia - 1840
"ମୁଁ କହିଲି, ହେ ମନ୍ତ୍ରଜ୍ଞଗଣଙ୍କ ଅଧ୍ଯକ ବେଲ୍ଟଶତ୍ସର, ମୁଁ ଜଣେ, ପବିତ୍ର ଦବଗେଣର ଆତ୍ମା ତୁମ୍ଭ ଅନ୍ତର ରେ ଅଛନ୍ତି ଓ କୌଣସି ନିଗୂଢ ବାକ୍ଯ ବୁଝିବା ତୁମ୍ଭପାଇଁ କଷ୍ଟକର ନୁହେଁ, ଏଣୁ ଦୟାକରି ମାେତେ ମାରେ ସ୍ବପ୍ନ କଥା ଓ ତାହାର ଅର୍ଥ କୁହନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ଵପ୍ନରେ ଯେ ଯେ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ କହିଲି, ହେ ମନ୍ତ୍ରଜ୍ଞଗଣଙ୍କ ଅଧ୍ୟକ୍ଷ ବେଲ୍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ବୁଝିବା ତୁମ୍ଭ ପାଇଁ କଷ୍ଟକର ନୁହେଁ, ଏଣୁ ଦୟାକରି ମୋତେ ମୋର ସ୍ୱପ୍ନ କଥା ଓ ତାହାର ଅର୍ଥ କୁହନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।
Odia IRV 2017 (ଓଡିଆ ବାଇବେଲ)