Daniel 5:1 — Compare Translations

5 translations compared side by side

Odia - 1840
"ରାଜା ବେଲ୍ଶତ୍ସର ନିଜର ସହସ୍ର ଅମାତ୍ଯବର୍ଗଙ୍କ ନିମନ୍ତେ ଏକ ମହା ଭୋଜି ପ୍ରସ୍ତୁତ କଲେ। ଆଉ ସେ ସହସ୍ରଙ୍କ ମଧିଅରେ ରାଜା ଦ୍ରାକ୍ଷାରସ ପାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
କାନ୍ଥ ଉପରେ ଲେଖା ରାଜା ବେ‌‌ଲ୍‌‌‌‌ଶତ୍ସର ନିଜର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହା ଭୋଜି ପ୍ରସ୍ତୁତ କଲେ। ଆଉ ସେ ସହସ୍ରଙ୍କ ମଧ୍ୟରେ ରାଜା ଦ୍ରାକ୍ଷାରସ ପାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ବେଲ୍‍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।
Odia IRV 2017 (ଓଡିଆ ବାଇବେଲ)
ରାଜା ବେଲ୍‍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।