Daniel 5:10 — Compare Translations
5 translations compared side by side
Odia - 1840
"ତା'ପ ରେ ରାଣୀ ଭୋଜନଗାରକୁ ଆସିଲେ। ସେ ରାଜା ଓ ତାଙ୍କର ଅଧିକାରୀଗଣଙ୍କ କଥା ଶୁଣିଥିଲେ। ସେ କହିଲେ, ହେ ରାଜୀ, ଦୀର୍ଘଜୀବି ହୁଅ, ତୁମ୍ଭର ଭାବନା ତୁମ୍ଭକୁ ଉଦ୍ବିଗ୍ନ ନକରୁ କି ତୁମ୍ଭର ମୁଖମଣ୍ତଳ ବିବର୍ଣ୍ଣ ନ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଣୀ ଭୋଜନଗାରକୁ ଆସିଲେ। ସେ ରାଜା ଓ ତାଙ୍କର ଅଧିକାରୀଗଣଙ୍କ କଥା ଶୁଣିଥିଲେ। ସେ କହିଲେ, “ହେ ରାଜା, ଦୀର୍ଘଜୀବୀ ହୁଅ, ତୁମ୍ଭର ଭାବନା ତୁମ୍ଭକୁ ଉଦ୍ବିଗ୍ନ ନ କରୁ କି ତୁମ୍ଭର ମୁଖମଣ୍ତଳ ବିବର୍ଣ୍ଣ ନ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।