Daniel 5:11 — Compare Translations
5 translations compared side by side
Odia - 1840
"ତୁମ୍ଭ ରାଜ୍ଯ ରେ ଜଣେ ଲୋକ ଅଛନ୍ତି, ଯାହାଙ୍କ ଅନ୍ତର ରେ ପବିତ୍ର ଦବଗେଣ ଆତ୍ମା ବିରାଜିତ। ପୁଣି ତୁମ୍ଭ ପିତାଙ୍କ ସମୟରେ ଦବଗେଣର ଜ୍ଞାନତୁଲ୍ଯ ବୁଦ୍ଧି ଓ ଜ୍ଞାନଦୀପ୍ତି ତାଙ୍କଠା ରେ ପ୍ରକାଶିତ ହାଇେଥିଲା। ଆଉ ତୁମ୍ଭର ପିତା ରାଜା ନବୂଖଦ୍ନିତ୍ସର ତାଙ୍କୁ ମନ୍ତ୍ରଜ୍ଞ, ଗଣକ କଲଦୀଯ ଓ ଶୁଭାଶୁଭବାଦୀମାନଙ୍କ ଉପ ରେ ପ୍ରଧାନ କରି ନିୟୁକ୍ତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ରାଜ୍ୟରେ ଜଣେ ଲୋକ ଅଛନ୍ତି, ଯାହାଙ୍କ ଅନ୍ତରରେ ପବିତ୍ର ଦେବଗଣ ଆତ୍ମା ବିରାଜିତ। ପୁଣି ତୁମ୍ଭ ପିତାଙ୍କ ସମୟରେ ଦେବଗଣର ଜ୍ଞାନତୁଲ୍ୟ ବୁଦ୍ଧି ଓ ଜ୍ଞାନଦୀପ୍ତି ତାଙ୍କଠାରେ ପ୍ରକାଶିତ ହୋଇଥିଲା। ଆଉ ତୁମ୍ଭର ପିତା ରାଜା ନବୂଖଦ୍ନିତ୍ସର ତାଙ୍କୁ ମନ୍ତ୍ରଜ୍ଞ, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;
Odia IRV 2017 (ଓଡିଆ ବାଇବେଲ)