Daniel 5:12 — Compare Translations
5 translations compared side by side
Odia - 1840
"ମୁଁ ଯେଉଁ ବ୍ଯକ୍ତି ବିଷଯ ରେ କହୁଛି, ସେ ଦାନିୟେଲ। ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦଇେଥିଲେ। ସହେି ବେଲ୍ଟଶତ୍ସର ମହାନ ଥିଲେ। ସେ ଜ୍ଞାନୀ, ବୁଦ୍ଧିମାନ ଓ ସ୍ବପ୍ନଦ୍ରଷ୍ଟା ଅଟନ୍ତି ଓ ସେ ନିଗୂଢ ତଥ୍ଯ ପ୍ରକାଶ କରିପାରନ୍ତି। ତାଙ୍କୁ ଡକାଅ। ସେ କବଳେ ଏ ଲଖାରେ ଅର୍ଥ ବୁଝାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ଵପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ । ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେଉଁ ବ୍ୟକ୍ତି ବିଷୟରେ କହୁଛି, ସେ ଦାନିୟେଲ। ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ସେହି ବେଲ୍ଟଶତ୍ସର ମହାନ ଥିଲେ। ସେ ଜ୍ଞାନୀ, ବୁଦ୍ଧିମାନ ଓ ସ୍ୱପ୍ନଦ୍ରଷ୍ଟା ଅଟନ୍ତି ଓ ସେ ନିଗୂଢ଼ ତଥ୍ୟ ପ୍ରକାଶ କରି ପାରନ୍ତି। ତାଙ୍କୁ ଡକାଅ। ସେ କେବଳ ଏ ଲେଖାର ଅର୍ଥ ବୁଝାଇ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ୱପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ।