Daniel 5:13 — Compare Translations

5 translations compared side by side

Odia - 1840
"ତହୁଁ ଦାନିୟେଲଙ୍କୁ ରାଜାଙ୍କ ଛାମୁକୁ ଅଣାଗଲା। ରାଜା ଦିନିଯଲଙ୍କେୁ କହିଲା, ମାରେ ପିତା ମହାରାଜ ୟୁହୁଦା ଦେଶରୁ ଯେଉଁ ନିର୍ବାସିତ ୟିହୁଦୀମାନଙ୍କୁ ଆଣିଥିଲେ ସମାନଙ୍କେ ମଧିଅରେ ତୁମ୍ଭେ ଦାନିୟେଲ ଅନ୍ୟତମ ଅଟକି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା । ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଦାନିୟେଲଙ୍କୁ ରାଜାଙ୍କ ଛାମୁକୁ ଅଣାଗଲା। ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜ ଯିହୁଦା ଦେଶରୁ ଯେଉଁ ନିର୍ବାସିତ ଯିହୁଦୀମାନଙ୍କୁ ଆଣିଥିଲେ ସେମାନଙ୍କ ମଧ୍ୟରେ ତୁମ୍ଭେ ଦାନିୟେଲ ଅନ୍ୟତମ ଅଟକି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?