Daniel 5:14 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭ ବିଷଯ ରେ ଶୁଣୁଅଛି ଯେ ତୁମ୍ଭ ଅନ୍ତର ରେ ଦବଗେଣର ଆତ୍ମା ଅଛନ୍ତି ଓ ଜ୍ଞାନ, ଦୀପ୍ତି, ବୁଦ୍ଧି ଓ ଶ୍ ରେଷ୍ଠ ମହିମା ତୁମ୍ଭଠା ରେ ଦଖାୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ବିଷୟରେ ଶୁଣୁଅଛି ଯେ ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି ଓ ଜ୍ଞାନ, ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ମହିମା ତୁମ୍ଭଠାରେ ଦେଖାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।