Daniel 5:15 — Compare Translations

5 translations compared side by side

Odia - 1840
"ମାରେ ରାଜ୍ଯର ଜ୍ଞାନୀ ଲୋକମାନେ ମାେ ପାଖକୁ ଆସିଥିଲେ। କିନ୍ତୁ ସମାନେେ କାନ୍ଥ ରେ ଲଖାେ ହାଇେଥିବା ଅର୍ଥ ପ୍ରକାଶ କରି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ଵାନ୍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ରାଜ୍ୟର ଜ୍ଞାନୀ ଲୋକମାନେ ମୋ’ ପାଖକୁ ଆସିଥିଲେ। କିନ୍ତୁ ସେମାନେ କାନ୍ଥରେ ଲେଖା ହୋଇଥିବା ଅର୍ଥ ପ୍ରକାଶ କରି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍‍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍‍ ଓ ଗଣକମାନେ ମୋ’ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ।