Daniel 5:16 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭ ବିଷଯ ରେ ଶୁଣୁଅଛି ଯେ ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦହେ ଭଞ୍ଜନ କରିପାର। ଏତେ ତୁମ୍ଭେ ଯଦି ଏହି ଲଖାେ ପାଠ କରି ତହିଁର ଅର୍ଥ ମାେତେ ଜଣାଇ ପାର, ତବେେ ମୁଁ ତୁମ୍ଭକୁ ବାଇଗଣିଆ ବସ୍ତ୍ର ଉପହାର ଦବେି ଓ ତୁମ୍ଭ କଣ୍ଠ ରେ ସୁବର୍ଣ୍ଣ ହାର ଲମ୍ବାଇବି। ଆଉ ତୁମ୍ଭେ ମାେ ରାଜ୍ଯ ରେ ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଭଞ୍ଜନ କରି ପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇ ପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ଵିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ବିଷୟରେ ଶୁଣୁଅଛି ଯେ ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଭଞ୍ଜନ କରିପାର। ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇ ପାର, ତେବେ ମୁଁ ତୁମ୍ଭକୁ ବାଇଗଣିଆ ବସ୍ତ୍ର ଉପହାର ଦେବି ଓ ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଲମ୍ବାଇବି। ଆଉ ତୁମ୍ଭେ ମୋ’ ରାଜ୍ୟରେ ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରିପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରି ପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇ ପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।