Daniel 5:17 — Compare Translations
5 translations compared side by side
Odia - 1840
"ତା'ପ ରେ ଦାନିୟେଲ ରାଜାଙ୍କୁ ଉତ୍ତର କରି କହିଲେ, ହେ ରାଜା ବେଲ୍ଟଶତ୍ସର, ଆପଣଙ୍କର ଦାନ ଆପଣଙ୍କ ପାଖ ରେ ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦିଅନ୍ତୁ। ମାତ୍ର ମୁଁ ମହାରାଜାଙ୍କ ଛାମୁ ରେ ଏହି ଲଖାେ ପଢିବି ଓ ଏହାର ଅର୍ଥ ଆପଣଙ୍କୁ ଜଣାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାନିୟେଲ ରାଜାଙ୍କୁ ଉତ୍ତର କରି କହିଲେ, “ହେ ରାଜା ବେଲ୍ଶତ୍ସର, ଆପଣଙ୍କର ଦାନ ଆପଣଙ୍କ ପାଖରେ ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦିଅନ୍ତୁ। ମାତ୍ର ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଏହାର ଅର୍ଥ ଆପଣଙ୍କୁ ଜଣାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି।