Daniel 5:18 — Compare Translations

5 translations compared side by side

Odia - 1840
" ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ବର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ଯ, ମହିମା, ଗୌରବ ଓ ପ୍ରତାପ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ଵର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖ‌ଦ୍‌ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
Odia IRV 2017 (ଓଡିଆ ବାଇବେଲ)
ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍‍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;