Daniel 5:19 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କୁ ଏପରି ମହିମାନ୍ବିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀଯ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁ ରେ କମ୍ପିତ ହାଇେ ଭୟ କଲେ। ସେ ଯାହାକୁ ମାରିବାକୁ ଚାହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଚାହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସା ରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସା ରେ ଜଣେ ଅବନତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କୁ ଏପରି ମହିମାନ୍ୱିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ। ସେ ଯାହାକୁ ମାରିବାକୁ ଗ୍ଭହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଗ୍ଭହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସାରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସାରେ ଜଣେ ଅବନତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।
Odia IRV 2017 (ଓଡିଆ ବାଇବେଲ)