Daniel 5:2 — Compare Translations

5 translations compared side by side

Odia - 1840
"ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ୟିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପା ରେ ପାତ୍ରଗୁଡିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥି ରେ ସେ, ତାଙ୍କର ଅମାତ୍ଯଗଣ, ତାଙ୍କର ପତ୍ନିଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପନିୀଗଣ ଓ ଉପପନିୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ଵାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ବେ‌‌ଲ୍‌‌‌‌ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖ‌ଦ୍‌ନିତ୍ସର। ଯିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପାରେ ପାତ୍ରଗୁଡ଼ିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥିରେ ସେ, ତାଙ୍କର ଅମାତ୍ୟଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ପିତା ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍‍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।
Odia IRV 2017 (ଓଡିଆ ବାଇବେଲ)