Daniel 5:20 — Compare Translations
5 translations compared side by side
Odia - 1840
"କିନ୍ତୁ ନବୂଖଦ୍ନିତ୍ସର ଗର୍ବୀ ଏବଂ ଜିଦ୍ଖୋର ହେଲେ। ତେଣୁ ତାଙ୍କର ରାଜ୍ଯ ତାଙ୍କଠାରୁ ନିଆଗଲା। ତା'ପ ରେ ତାଙ୍କୁ ଲୋକମାନଙ୍କ ଗହଣରୁ ତଡି ନିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ନବୂଖଦ୍ନିତ୍ସର ଗର୍ବୀ ଏବଂ ଜିଦ୍ଖୋର ହେଲେ। ତେଣୁ ତାଙ୍କର ରାଜ୍ୟ ତାଙ୍କଠାରୁ ନିଆଗଲା। ତା’ପରେ ତାଙ୍କୁ ଲୋକମାନଙ୍କ ଗହଣରୁ ତଡ଼ି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
Odia IRV 2017 (ଓଡିଆ ବାଇବେଲ)