Daniel 5:22 — Compare Translations
5 translations compared side by side
Odia - 1840
"କିନ୍ତୁ ବଲେଟ୍ଶତ୍ସର, ଆପଣ ତାଙ୍କର ପୁତ୍ର। ଆପଣ ଏସବୁ ଜାଣିଲେ ମଧ୍ଯ ଆପଣଙ୍କ ଅନ୍ତଃକରଣକୁ ନମ୍ର କରିନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ବେଲ୍ଶତ୍ସର, ଆପଣ ତାଙ୍କର ପୁତ୍ର। ଆପଣ ଏସବୁ ଜାଣିଲେ ମଧ୍ୟ ଆପଣଙ୍କ ଅନ୍ତଃକରଣକୁ ନମ୍ର କରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;