Daniel 5:23 — Compare Translations

5 translations compared side by side

Odia - 1840
"ଆପଣ ନମ୍ର ହବୋ ପରିବର୍ତେ ସ୍ବର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରେ ୗପ୍ୟ ପାତ୍ର ରେ ଆପଣ, ଆପଣଙ୍କ ଅମାତ୍ଯଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମା ରେ ଦବଗେଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସମାନଙ୍କେର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧିନ, ଆପଣ ସହେି ପରମେଶ୍ବରଙ୍କର ଗୌରବ କରିନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସ୍ଵର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପନିୀଗଣ ଓ ଆପଣଙ୍କ ଉପପନିୀଗଣ ସେସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ଵାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ଵରଙ୍କର ଗୌରବ କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା’ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।