Daniel 5:24 — Compare Translations
5 translations compared side by side
Odia - 1840
"ତେଣୁ ସହେି କାରଣରୁ ପରମେଶ୍ବରଙ୍କର ହସ୍ତ ପ୍ ରରେିତ ଲିଖିତ ହେଲା ଓ ଏହି ଲଖାେ ଲିଖିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି କାରଣରୁ ପରମେଶ୍ୱରଙ୍କର ହସ୍ତ ପ୍ରେରିତ ଲିଖିତ ହେଲା ଓ ଏହି ଲେଖା ଲିଖିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା।