Daniel 5:25 — Compare Translations

5 translations compared side by side

Odia - 1840
"କାନ୍ଥ ରେ ଲିଖିତ ହାଇେଥିବା ଶଦ୍ଦଗୁଡିକ ହେଲା ଏହି: ମିନେ, ମିନେ, ତକେଲ୍, ଉପାରସୀନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ ।
Odia Bible ERV 2004 (ପବିତ୍ର ବାଇବଲ)
କାନ୍ଥରେ ଲିଖିତ ହୋଇଥିବା ଶବ୍ଦଗୁଡ଼ିକ ହେଲା ଏହି: ମିନେ, ମିନେ, ତକେଲ୍, ଉପାରସୀନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ।