Daniel 5:26 — Compare Translations
5 translations compared side by side
Odia - 1840
"ମିନେ ର ଅର୍ଥ ହେଉଛି, ପରମେଶ୍ବର ଆପଣଙ୍କ ରାଜ୍ଯର ଗଣନା କରି ଅଛନ୍ତି ଓ ତାହା ଶଷେ କରି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହାର ଅର୍ଥ ଏହି: ମିନେ; ପରମେଶ୍ଵର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ମିନେର ଅର୍ଥ ହେଉଛି, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହାର ଅର୍ଥ ଏହି ମିନେ, ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି।