Daniel 5:27 — Compare Translations
5 translations compared side by side
Odia - 1840
"ତକଲରେ ଅର୍ଥ, ଆପଣ ନିକିତି ରେ ତୌଲା ୟାଇ ଅଛନ୍ତି ଓ ଊଣା ଦଖାେ ୟାଇଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତକେଲ; ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତକେଲର ଅର୍ଥ, ଆପଣ ନିକିତିରେ ତୌଲା ଯାଇ ଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।