Daniel 5:29 — Compare Translations

5 translations compared side by side

Odia - 1840
"ବଲେଶତ୍ସର ଆଜ୍ଞା ରେ ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ବସ୍ତ୍ର ପିନ୍ଧାଇଲେ ଓ ତାଙ୍କ କଣ୍ଠ ରେ ସୁବର୍ଣ୍ଣର ହାର ଦେଲେ। ଆଉ ସେ ରାଜ୍ଯର ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହବେେ ବୋଲି ଘାଷେଣା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ବେଲ୍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବେ‌‌ଲ୍‌‌‌‌ଶତ୍ସର ଆଜ୍ଞାରେ ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ବସ୍ତ୍ର ପିନ୍ଧାଇଲେ ଓ ତାଙ୍କ କଣ୍ଠରେ ସୁବର୍ଣ୍ଣର ହାର ଦେଲେ। ଆଉ ସେ ରାଜ୍ୟର ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହେବେ ବୋଲି ଘୋଷଣା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ବେଲ୍‍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ବେଲ୍‍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।