Daniel 5:3 — Compare Translations
5 translations compared side by side
Odia - 1840
"ତାଙ୍କର ଲୋକମାନେ ୟିରୁଶାଲମସ୍ଥ ମନ୍ଦିରରୁ ଅର୍ଥାତ୍ ପରମେଶ୍ବରଙ୍କ ମନ୍ଦିରରୁ ଯେଉଁସବୁ ସୁବର୍ଣ୍ଣ ପାତ୍ର ଅପହୃତ ହାଇେଥିଲା, ତାହା ଲୋକମାନେ ଆଣିଲେ। ପୁଣି ରାଜା ତାଙ୍କର ଅମାତ୍ଯ ଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ସହେି ପାତ୍ର ରେ ପାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ଵରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପନିୀଗଣ ଓ ଉପପନିୀ-ଗଣ ସେସବୁରେ ପାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଲୋକମାନେ ଯିରୁଶାଲମସ୍ଥ ମନ୍ଦିରରୁ ଅର୍ଥାତ୍ ପରମେଶ୍ୱରଙ୍କ ମନ୍ଦିରରୁ ଯେଉଁସବୁ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ। ପୁଣି ରାଜା ତାଙ୍କର ଅମାତ୍ୟ ଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ପାତ୍ରରେ ପାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହିସବୁରେ ପାନ କଲେ।