Daniel 5:31 — Compare Translations
5 translations compared side by side
Odia - 1840
"ପୁଣି ମାଦୀଯ ଦାରିଯାବସ ରାଜ୍ଯ ପ୍ରାପ୍ତ ହେଲା। ସେ ସମୟରେ ତାହାର ବଯସ ବାଷଠି ବର୍ଷ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମାଦୀୟ ଦାରିୟାବସ ରାଜ୍ୟ ପ୍ରାପ୍ତ ହେଲା। ସେ ସମୟରେ ତାହାର ବୟସ ବାଷଠି ବର୍ଷ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେହି ସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା।