Daniel 5:4 — Compare Translations

5 translations compared side by side

Odia - 1840
"ସମାନେେ ଦ୍ରାକ୍ଷାରସ ପାନ କରୁଥିଲା ବେଳେ ସୁନା, ରୂପା, ପିତ୍ତଳ, ଲୁହା, କାଠ ଓ ପ୍ରସ୍ତର ନିର୍ମିତ ମୂର୍ତ୍ତିରୂପକ ଦବଗେଣର ପ୍ରଶଂସା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥରନିର୍ମିତ ଦେବଗଣର ପ୍ରଶଂସା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦ୍ରାକ୍ଷାରସ ପାନ କରୁଥିବା ବେଳେ ସୁନା, ରୂପା, ପିତ୍ତଳ, ଲୁହା, କାଠ ଓ ପ୍ରସ୍ତର ନିର୍ମିତ ମୂର୍ତ୍ତିରୂପକ ଦେବଗଣର ପ୍ରଶଂସା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।