Daniel 5:6 — Compare Translations
5 translations compared side by side
Odia - 1840
"ତହିଁରେ ରାଜା ଭୟଭୀତ ହେଲେ ତାଙ୍କର ମୁଖ ବିବର୍ଣ୍ଣ ହେଲା। ତାଙ୍କର ଆଣ୍ଠୁ ଥରିଲା ଓ ଆଣ୍ଠୁକୁ ଆଣ୍ଠୁ ବାଜିଲା। ତାଙ୍କର ଗୋଡ ଏତେ ଦୁର୍ବଳ ହେଲା ଯେ ସେ ଛିଡା ହାଇେ ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟୀଦେଶର ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ରାଜା ଭୟଭୀତ ହେଲେ ତାଙ୍କର ମୁଖ ବିବର୍ଣ୍ଣ ହେଲା। ତାଙ୍କର ଆଣ୍ଠୁ ଥରିଲା ଓ ଆଣ୍ଠୁକୁ ଆଣ୍ଠୁ ବାଜିଲା। ତାଙ୍କର ଗୋଡ଼ ଏତେ ଦୁର୍ବଳ ହେଲା ଯେ ସେ ଛିଡ଼ା ହୋଇ ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟୀଦେଶର ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।