Daniel 5:7 — Compare Translations
5 translations compared side by side
Odia - 1840
"ଗଣକ, କଲଦୀଯ ଓ ଶୁଭାଶୁଭବାଦୀମାନଙ୍କୁ ତାଙ୍କ ସମ୍ମୁଖକୁ ରାଜା ଡକାଇଲେ। ସେ ବାବିଲୋନୀଯ ବିଦ୍ବାନମାନଙ୍କୁ କହିଲେ, ଯେ କହେି ଏହି ଲଖାେ ପଢିପାରିବ ଓ ତାହାର ଅର୍ଥ ବାହାର କରିପାରିବ, ତାଙ୍କୁ ମୁଁ ବାଇଗଣିଆ ରଙ୍ଗର ବସ୍ତ୍ର ଉପହାର ଦବେି ଓ ତାଙ୍କ କଣ୍ଠ ରେ ସୁବର୍ଣ୍ଣର ହାର ପିନ୍ଧାଇ ଦବେି। ଆଉ ସେ ରାଜ୍ଯର ତୃତୀୟ ସର୍ବୋଚ୍ଚ ଶାସନ କର୍ତ୍ତା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ଵର କରି ଡାକିଲା । ରାଜା ବାବିଲୀୟ ବିଦ୍ଵାନ୍ମାନଙ୍କୁ କହିଲା, ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ଵିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ତାଙ୍କ ସମ୍ମୁଖକୁ ରାଜା ଡକାଇଲେ। ସେ ବାବିଲନୀୟ ବିଦ୍ୱାନମାନଙ୍କୁ କହିଲେ, “ଯେକେହି ଏହି ଲେଖା ପଢ଼ିପାରିବ ଓ ତାହାର ଅର୍ଥ ବାହାର କରି ପାରିବ, ତାଙ୍କୁ ମୁଁ ବାଇଗଣିଆ ରଙ୍ଗର ବସ୍ତ୍ର ଉପହାର ଦେବି ଓ ତାଙ୍କ କଣ୍ଠରେ ସୁବର୍ଣ୍ଣର ହାର ପିନ୍ଧାଇ ଦେବି। ଆଉ ସେ ରାଜ୍ୟର ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”
Odia IRV 2017 (ଓଡିଆ ବାଇବେଲ)
ରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍ମାନଙ୍କୁ କହିଲା, ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।