Daniel 5:8 — Compare Translations
5 translations compared side by side
Odia - 1840
"ତେଣୁ ରାଜାଙ୍କର ସମସ୍ତ ବିଦ୍ବାନ ଲୋକ ଭିତରକୁ ଯଦିଓ ଆସିଲେ, ସମାନେେ ଲଖାେ ପଢି ପାରିଲେ ନାହିଁ କି ତାହାର ଅର୍ଥ ବୁଝିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜାର ସମସ୍ତ ବିଦ୍ଵାନ୍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜାଙ୍କର ସମସ୍ତ ବିଦ୍ୱାନ ଲୋକ ଭିତରକୁ ଯଦିଓ ଆସିଲେ, ସେମାନେ ଲେଖା ପଢ଼ି ପାରିଲେ ନାହିଁ କି ତାହାର ଅର୍ଥ ବୁଝିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜାର ସମସ୍ତ ବିଦ୍ୱାନ୍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜାର ସମସ୍ତ ବିଦ୍ୱାନ୍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ।