Daniel 5:9 — Compare Translations

5 translations compared side by side

Odia - 1840
"ରାଜା ବେଲ୍ଶତ୍ସରଙ୍କ ଅମାତ୍ଯଗଣ ଦ୍ବନ୍ଦ ରେ ପଡିଲେ। ଆଉ ରାଜା ଅଧିକ ଉଦ୍ବିଗ୍ନ ହେଲେ ଓ ତାଙ୍କର ମୁଖ ବିବର୍ଣ୍ଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ରାଜା ବେଲ୍ଶତ୍ସର ଅତିଶୟ ଉଦ୍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ବେ‌‌ଲ୍‌‌‌‌ଶତ୍ସରଙ୍କ ଅମାତ୍ୟଗଣ ଦ୍ୱନ୍ଦରେ ପଡ଼ିଲେ। ଆଉ ରାଜା ଅଧିକ ଉ‌‌ଦ୍‌‌ବିଗ୍ନ ହେଲେ ଓ ତାଙ୍କର ମୁଖ ବିବର୍ଣ୍ଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ରାଜା ବେଲ୍‍ଶତ୍ସର ଅତିଶୟ ଉଦ୍‍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ରାଜା ବେଲ୍‍ଶତ୍ସର ଅତିଶୟ ଉଦ୍‍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ।