Daniel 6:1 — Compare Translations

5 translations compared side by side

Odia - 1840
"ଦାରିଯାବସ ଚିନ୍ତାକଲେ ସମୁଦାଯ ରାଜ୍ଯ ରେ ଶାସନ କରିବକୁ 120କ୍ଷିତିପାଳ ନିୟୁକ୍ତ କଲେ ଭଲ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାରୀୟାବସ ସମୁଦାୟ ରାଜ୍ୟରେ ଏକଶତ ବିଂଶତି ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ
Odia Bible ERV 2004 (ପବିତ୍ର ବାଇବଲ)
ଦାନିୟେଲ ଓ ସିଂହଗଣ ଦାରିୟାବସ ଚିନ୍ତାକଲେ ସମୁଦାୟ ରାଜ୍ୟରେ ଶାସନ କରିବକୁ 120 କ୍ଷିତିପାଳ ନିଯୁକ୍ତ କଲେ ଭଲ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାରୀୟାବସ ସମୁଦାୟ ରାଜ୍ୟରେ ଏକ ଶହ କୋଡ଼ିଏ ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ
Odia IRV 2017 (ଓଡିଆ ବାଇବେଲ)
ଦାରୀୟାବସ ସମୁଦାୟ ରାଜ୍ୟରେ ଏକଶତ ବିଂଶତି ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ