Daniel 6:10 — Compare Translations

5 translations compared side by side

Odia - 1840
"ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ବରଙ୍କୁ ପ୍ରାର୍ଥନା କରୁଥିଲେ। ଯେତବେେଳେ ନୂତନ ବିଧି ବିଷଯ ରେ ଲଖାେ ସ୍ବାକ୍ଷାରିତ ହାଇେଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କଠାେରୀର ଝରକା ୟିରୁଶାଲମ ଆଡେ ମଲୋ ଥିଲା। ସେ ପୂର୍ବରୁ ଆଣ୍ଠୁମାଡି ଦିନ ମଧିଅରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ବରଙ୍କୁ ଧନ୍ଯବାଦ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଏହି ଲେଖା ସ୍ଵାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରୀର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ଵରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଥିଲେ। ଯେତେବେଳେ ନୂତନ ବିଧି ବିଷୟରେ ଲେଖା ସ୍ୱାକ୍ଷାରିତ ହୋଇଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କୋଠରୀର ଝରକା ଯିରୁଶାଲମ ଆଡ଼େ ମେଲା ଥିଲା। ସେ ପୂର୍ବପରି ଆଣ୍ଠୁମାଡ଼ି ଦିନ ମଧ୍ୟରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କୁ ଧନ୍ୟବାଦ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାʼନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଏହି ଲେଖା ସ୍ୱାକ୍ଷରିତ ହୋଇଅଛି ବୋଲି ଜାଣିଲା ଉତ୍ତାରେ ଦାନିୟେଲ ଆପଣା ଗୃହକୁ ଗଲେ; ତାଙ୍କ କୋଠରିର ଝରକା ଯିରୂଶାଲମ ଆଡ଼େ ମେଲା ଥିଲା; ପୁଣି, ସେ ପୂର୍ବେ ଯେପରି କରିଥାଆନ୍ତି, ତଦନୁସାରେ ଦିନ ମଧ୍ୟରେ ତିନି ଥର ଆଣ୍ଠୁପାତି ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କ ଛାମୁରେ ଧନ୍ୟବାଦ ପ୍ରଦାନ କଲେ।