Daniel 6:11 — Compare Translations

5 translations compared side by side

Odia - 1840
"ତା'ପ ରେ ସହେି ଲୋକମାନେ ଏକତ୍ରୀତ ହାଇେ ଦାନିୟେଲ ନିକଟକୁ ଗଲେ ଓ ତାଙ୍କୁ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ନିବଦନେ କରୁଥିବାର ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଲୋକମାନେ ଏକତ୍ରିତ ହୋଇ ଦାନିୟେଲ ନିକଟକୁ ଗଲେ ଓ ତାଙ୍କୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରୁଥିବାର ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ।