Daniel 6:13 — Compare Translations
5 translations compared side by side
Odia - 1840
"ତା'ପ ରେ ସମାନେେ ରାଜାଙ୍କୁ ଉତ୍ତର ଦେଲେ, ହେ ମହାରାଜ, ନିର୍ବାସିତ ୟିହୁଦି ସନ୍ତାନଗଣ ମଧିଅରେ ଜଣେ ବ୍ଯକ୍ତି ଦାନିୟେଲ, ସେ ଆପଣଙ୍କୁ କି ଆପଣଙ୍କ ସ୍ବାକ୍ଷରିତ ନିଷଧେ ପତ୍ରକୁ ମାନ୍ଯ କରେ ନାହିଁ। ସେ ଏବେ ମଧ୍ଯ ଦିନ ରେ ତିନିଥର ତା'ର ପରମେଶ୍ବରକୁ ପ୍ରାର୍ଥନା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ରାଜା ଛାମୁରେ ଉତ୍ତର କରି କହିଲେ, ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ଵାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ରାଜାଙ୍କୁ ଉତ୍ତର ଦେଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ ସନ୍ତାନଗଣ ମଧ୍ୟରେ ଜଣେ ବ୍ୟକ୍ତି ଦାନିୟେଲ, ସେ ଆପଣଙ୍କୁ କି ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ। ସେ ଏବେ ମଧ୍ୟ ଦିନରେ ତିନିଥର ତା’ର ପରମେଶ୍ୱରକୁ ପ୍ରାର୍ଥନା କରୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ହେ ମହାରାଜ, ନିର୍ବାସିତ ଯିହୁଦୀ-ସନ୍ତାନଗଣ ମଧ୍ୟରେ ଜଣେ ଯେ ଦାନିୟେଲ, ସେ ଆପଣଙ୍କୁ କିଅବା ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ, ମାତ୍ର ଦିନ ମଧ୍ୟରେ ତିନି ଥର ପ୍ରାର୍ଥନା କରେ।