Daniel 6:14 — Compare Translations
5 translations compared side by side
Odia - 1840
"ତହୁଁ ରାଜା ଦୁଖିତ ଓ ବିବ୍ରତ ହାଇେ ପଡିଲା। ସେ ଦାନିୟେଲକୁ ଉଦ୍ଧାର କରିବା ପାଇଁ ସ୍ଥିର କଲା। ଆଉ ତାହାକୁ ରକ୍ଷା କରିବା ପାଇଁ ସନ୍ଧ୍ଯା ପର୍ୟ୍ଯନ୍ତ ଉପାଯ ଚିନ୍ତା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯନି କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ରାଜା ଦୁଃଖିତ ଓ ବିବ୍ରତ ହୋଇ ପଡ଼ିଲା। ସେ ଦାନିୟେଲକୁ ଉଦ୍ଧାର କରିବା ପାଇଁ ସ୍ଥିର କଲା। ଆଉ ତାହାକୁ ରକ୍ଷା କରିବା ପାଇଁ ସନ୍ଧ୍ୟା ପର୍ଯ୍ୟନ୍ତ ଉପାୟ ଚିନ୍ତା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା।