Daniel 6:15 — Compare Translations

5 translations compared side by side

Odia - 1840
"ତା'ପ ରେ ସହେି ଲୋକମାନେ ଏକତ୍ରୀତ ହାଇେ ରାଜାଙ୍କୁ କହିଲେ, ହେ ମହାରାଜା, ଆପଣ ଜାଣନ୍ତୁ, ମାଦୀଯ ଓ ପାରସିକମାନଙ୍କର ଏପରି ଏକ ବ୍ଯବସ୍ଥା ଅଛି, ରାଜା କୌଣସି ନିଷଧୋଜ୍ଞା ବା ବିଧି ସ୍ଥାପନ କଲେ ତାହା କବେେ ପରିବର୍ତ୍ତିତ ହୁଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଲୋକମାନେ ଏକତ୍ରିତ ହୋଇ ରାଜାଙ୍କୁ କହିଲେ, “ହେ ମହାରାଜା, ଆପଣ ଜାଣନ୍ତୁ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି, ରାଜା କୌଣସି ନିଷେଧାଜ୍ଞା ବା ବିଧି ସ୍ଥାପନ କଲେ ତାହା କେବେ ପରିବର୍ତ୍ତିତ ହୁଏ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, “ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି।