Daniel 6:16 — Compare Translations

5 translations compared side by side

Odia - 1840
"ତହୁଁ ରାଜାଙ୍କ ଆଦେଶ ରେ ସମାନେେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତ ରେ ନିକ୍ଷପେ କଲେ। କିନ୍ତୁ ରାଜା ଦାନିୟେଲଙ୍କୁ କହିଲେ, ତୁମ୍ଭେ ଯେଉଁ ପରମେଶ୍ବରଙ୍କର ଉପାସନା କରୁଛ, ସେ ତୁମ୍ଭକୁ ଉଦ୍ଧାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ । ପୁଣି, ରାଜା ଦାନିୟେଲଙ୍କୁ କହିଲା, ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ଵରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ରାଜାଙ୍କ ଆଦେଶରେ ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। କିନ୍ତୁ ରାଜା ଦାନିୟେଲଙ୍କୁ କହିଲେ, “ତୁମ୍ଭେ ଯେଉଁ ପରମେଶ୍ୱରଙ୍କର ଉପାସନା କରୁଛ, ସେ ତୁମ୍ଭକୁ ଉଦ୍ଧାର କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, “ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।